Indus Valley Times

Odia News

୪ ଦିନିଆ ଧର୍ମଘଟ ଶେଷ: ରାଜ୍ୟରେ ଘରୋଇ ବସ୍ ଚଳାଚଳ ଆରମ୍ଭ

    ୪ ଦିନିଆ ଧର୍ମଘଟ ଶେଷ: ରାଜ୍ୟରେ ଘରୋଇ ବସ୍ ଚଳାଚଳ ଆରମ୍ଭ

ଭୁବନେଶ୍ୱର, ୧୨/୭ : ରାଜ୍ୟ ବାସୀଙ୍କ ପାଇଁ ଆଶ୍ୱସ୍ଥିର ଖବର । ଦୀର୍ଘ ୪ ଦିନ ପରେ ଆଜିଠୁ ରାଜ୍ୟରେ ଗଡିଲା ଘରୋଇ ବସ । ଭୁବନେଶ୍ୱର, କଟକ ସମେତ ବିଭିନ୍ନ ସ୍ଥାନରେ ଆଜି ଗନ୍ତବ୍ୟ ସ୍ଥଳକୁ ଗଡିଛି ବସ୍‍ ।

Read Full Article

ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍

    ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍

ଭୁବନେଶ୍ବର, ୧୧/୭ : ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ବସ୍‌ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ ଘରୋଇ ବସ୍ ଚଳାଚଳ କରିବ। ଘରୋଇ

Read Full Article

ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଦ୍ଧୁମ ମାଡ଼: କନ୍ଧମାଳରେ କଳାହାଣ୍ଡି ପୋଲିସକୁ ମାଡ଼

    ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଦ୍ଧୁମ ମାଡ଼: କନ୍ଧମାଳରେ କଳାହାଣ୍ଡି ପୋଲିସକୁ ମାଡ଼

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୧/୭: ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଦ୍ଧୁମ ମାଡ଼ ମାରିଲେ ସାଧାରଣ ଲୋକେ । ଶେଷରେ ତୂମୁଡ଼ିବନ୍ଧ ପୋଲିସକୁ ଡାକି ପୋଲିସର ଜିମା ଦେଇଥିବା ଜଣାପଡ଼ିଛି ।ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି

Read Full Article

ବୌଦ୍ଧରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

    ବୌଦ୍ଧରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୭ : ବୌଦ୍ଧସ୍ଥିତ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜ଼ିଲ୍ଲା ମତ୍ସ୍ୟ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀମତୀ ଲିପସା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

Read Full Article

‘ଓଡ଼ିଆ ପୁଅକୁ ବାହା ହୋଇଛନ୍ତି, ମାସେ ପୁରିନି ଶ୍ବଶୁର ଘରକୁ ଧମକ ଦେଉଛନ୍ତି’

  ‘ଓଡ଼ିଆ ପୁଅକୁ ବାହା ହୋଇଛନ୍ତି, ମାସେ ପୁରିନି ଶ୍ବଶୁର ଘରକୁ ଧମକ ଦେଉଛନ୍ତି’

ଭୁବନେଶ୍ୱର, ୧୧/୭ : ଝାରୁସୁଗୁଡ଼ାରେ ବାଂଲାଦେଶୀ ଶ୍ରମିକଙ୍କୁ ଅଟକ ରଖିବା ମାମଲାରେ ଓଡ଼ିଶା ସରକାରଙ୍କୁ ଧମକ ଦେଇଥିବା ପଶ୍ଚିମବଙ୍ଗ କ୍ରୀଷ୍ଣାନଗର ସାଂସଦ ତଥା ବିଜେଡ଼ି ନେତା ପିନାକୀ

Read Full Article

ଓଡ଼ିଶାରେ ରାହୁଲ ଗାନ୍ଧି : ସମ୍ବିଧାନ ରକ୍ଷା ଓ ସରକାରଙ୍କ ବିରୋଧରେ ଜନତାଙ୍କୁ ଏକଜୁଟ କରିବାକୁ ଦେଲେ ଆହ୍ଵାନ

  ଓଡ଼ିଶାରେ ରାହୁଲ ଗାନ୍ଧି : ସମ୍ବିଧାନ ରକ୍ଷା ଓ ସରକାରଙ୍କ ବିରୋଧରେ ଜନତାଙ୍କୁ ଏକଜୁଟ କରିବାକୁ ଦେଲେ ଆହ୍ଵାନ

ଭୁବନେଶ୍ୱର, ୧୧/୭ : କଂଗ୍ରେସ ଦ୍ୱାରା ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶକୁ ସମ୍ବୋଧିତ କରିଛନ୍ତି ଲୋକସଭାର ବିରୋଧୀ ଦଳ ନେତା ତଥା

Read Full Article

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

  ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର, ୧୧/୮ : ଭୁବନେଶ୍ୱରରେ ପହଞ୍ଚିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଜୋରଦାର ସ୍ୱାଗତ କରାଯାଇଛି ।ରାହୁଲଙ୍କ

Read Full Article

ଚତୁର୍ଥ ଦିନରେ ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ, ସଂକଟରେ ରାସ୍ତାରୁ ରୋଷେଇଘର

  ଚତୁର୍ଥ ଦିନରେ ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ, ସଂକଟରେ ରାସ୍ତାରୁ ରୋଷେଇଘର

ଭୁବନେଶ୍ୱର,୧୧/ ୭ : ତିନିଦିନ ଧରି ୬ଦଫା ଦାବିରେ ଡ୍ରାଇଭର ମହାସଂଘ ଆନ୍ଦୋଳନ ଚଳାଇଛି। ମହାସଂଘର ପ୍ରାୟ ୫ଲକ୍ଷ ସଦସ୍ୟ ଗାଡ଼ି ଷ୍ଟିଅରିଂ ଛାଡ଼ିବା ଯୋଗୁ ଯାତାୟାତ

Read Full Article

ଗଜପତି : ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

  ଗଜପତି : ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୭ : ଗଜପତି ଜିଲ୍ଲା ମୂର୍ତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ

Read Full Article

ଏଣିକି ପ୍ରତି ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ

  ଏଣିକି ପ୍ରତି ମାସରେ ରାସନ କାର୍ଡଧାରୀଙ୍କୁ ମିଳିବ ଗହମ

ଭୁବନେଶ୍ୱର,୧୦/୭ : ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ

Read Full Article

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031