ଭୁବନେଶ୍ୱର,୨୧/୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର
Odia News
ମାଲକାନଗିରି,୨୧/୧୧: ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲା ଏମ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ଏହି ଗୁଳି ବିନିମୟ ହୋଇଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଦୁଇ ମାଓବାଦୀଙ୍କୁ କାବୁ କରିଛନ୍ତି
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ୫ ଦିନ ଚାଲିବା ପରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁ ଓ ସାଧୁ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୧୧ : ବୁଧବାର ସନ୍ଧ୍ୟା ରେ ବାଳିକା ଉଚ୍ଚ ବିଦ୍ୟାଳୟ, ବଡ଼ବନ୍ଧ ଠାରେ ଜ଼ିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ, ସରଗି ଫୁଲ ,୨୦୨୪ଉଦଯାପିତ ହୋଇଯାଇଛି ।ମୁଖ୍ୟଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ତଥା ସି. ଡ଼ି. ଇ. ଓ.
ଭୁବନେଶ୍ୱର,୨୦/୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ
କନ୍ଧମାଳ ଜିଲ୍ଲାର କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ପ୍ରଶାସନକୁ ଦାବୀ ପତ୍ର ପ୍ରଦାନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୧୧ : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ରୀଡ଼ା ଓ କଳା ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ନିମନ୍ତେ
କଟକ, ୧୯/୧୧ : ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଆଉ ଦିନଟିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର






