ବାରିପଦା,୧୩/୧: ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢ଼େ ୧୧ ଫୁଟ
Odia News
BJD team in Jharsuguda to study Kirmira block chairman no-confidence motion issueସଂଜୟ ପାଣିଗ୍ରାହୀଙ୍କ ରିପୋର୍ଟଭୁବନେଶ୍ୱର, ତା ୧୩/୧: ରବିବାର ଦିନ ଝାରସୁଗୁଡ଼ା ରେ ଆସି ବିଜେଡି ଫେକ୍ଟ ଫାଇଣ୍ଡିଙ୍ଗ କମିଟି ପହଚିଂ କିରିମିରା ବ୍ଲକ୍ ଅଧ୍ୟକ୍ଷ ଅନସ୍ଥା
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨ା୧: ରାଜ୍ୟର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାରଖଣ୍ଡ ଫେରି ଯାଇଛନ୍ତି । ଏହା ପରେ ସେ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । କାର୍ଯ୍ୟକାଳ ପୂର୍ବରୁ ସେ ରାଜ୍ୟପାଳ ପଦରୁ ହଟିଥିଲେ ମଧ୍ୟ ରାଜ୍ୟରେ
ବରଗଡ଼,୧୨/୧ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ ଜନସାଧାରଣଙ୍କୁ ଦେଇଥିବା
କେନ୍ଦ୍ରାପଡା,୧୨/୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୧ : ପିଏମ ଶ୍ରୀ ଜୱାହର ନବୋଦୟ ବିଦ୍ୟାଳୟ,ପାଲଝର ଠାରେ ମୌଳିକ ସାକ୍ଷରତା ଓ ଭାଷା ଜ୍ଞାନ ସମ୍ପର୍କିତ ଗଳ୍ପ ଉତ୍ସବ କାର୍ଯ୍ୟକ୍ରମ
ମାଲକାନଗିରି, ୧୨/୧ : ମାଓବାଦୀଙ୍କ ଷଡ଼ଯନ୍ତ୍ର ପୁଣି ଥରେ ବିଫଳ ହୋଇଛି। ସୁରକ୍ଷା ବାହିନୀର ଯବାନମାନେ ମାଓ ଡମ୍ପ ଠାବ କରିବା ସହିତ ଏଥିରୁ ବିପୁଳ ପରିମାଣର
ଭୁବନେଶ୍ୱର,୧୨/୧: ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା,୧୧/୧ : ସାନ ଭାଇର ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ନିଜେ ହତ୍ୟାର ଶିକାର ହେଲେ ଡଙ୍ଗରିଆ ଜୁବକ ଡ୍ରୁକୁ ଶିକକା ।
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୧/୧ : ଦେବାଳିଆ ସ୍ଥିତିରେ ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ୍। ବର୍ତ୍ତମାନ ବ୍ୟାଙ୍କ୍ ଚାଷୀଙ୍କ ଋଣ ଆଦାୟ କରିବା ତ ଦୂରରେ







