Indus Valley Times

Odia News

ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପାରାଦୀପରେ ୧୨ ଅଟକ

ପାରାଦୀପ, ୧୫/୮ : ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପାରାଦୀପ ଥାନାରେ ୧୨ ଜଣଙ୍କୁ ଅଟକ ରଖିଛି ପୁଲିସ। ଅଟକଙ୍କ ମଧ୍ୟରେ୧୧ ଜଣ ଯୁବକ ଥିବାବେଳେ ଜଣେ ବୃଦ୍ଧ ଥିବା ଜଣାଯାଇଛି। ପୁଲିସ ଅଟକ ବ୍ୟକ୍ତିଙ୍କୁ ପଚରାଉଚରା କରିବା ସହ ସେମାନଙ୍କୁ ପରିଚୟ

Read Full Article

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ

    ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ

ଭୁବନେଶ୍ୱର,୧୫/୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି।ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି।

Read Full Article

କର୍ମଜୀବୀ ମହିଳାଙ୍କ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ଛୁଟି

କଟକ, ୧୫/୮ : ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ

Read Full Article

ବିଧାନସଭାର ନୂଆ ବିଧାୟକଙ୍କ ଉଦ୍ଦେଶ୍ୟରେ ପ୍ରଶିକ୍ଷଣ ଶିବିର କରୁଛି ବିଜେପି, ଯୋଗଦେବନି ବିଜେଡି

    ବିଧାନସଭାର ନୂଆ ବିଧାୟକଙ୍କ ଉଦ୍ଦେଶ୍ୟରେ ପ୍ରଶିକ୍ଷଣ ଶିବିର କରୁଛି ବିଜେପି, ଯୋଗଦେବନି ବିଜେଡି

ଭୁବନେଶ୍ୱର,୧୪/୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ

Read Full Article

ପୁଅକୁ ଧରି ନଈକୁ ଡେଇଁଲେ ମା’: ପୁଅ ମୃତ, ମହିଳାଙ୍କ ପତ୍ତା ମିଳୁନି

କଟକ, ୧୪/୮ : କଟକ ଜିଲ୍ଲା ସାଲେପୁରର ନେମାଳ ବ୍ରିଜରୁ ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ି‌ଥିବ ଜଣାଯାଇଛି।ଅଗ୍ନିଶମ ବାହିନୀ

Read Full Article

ସାହସିକତା ଓ ଉତ୍କୃଷ୍ଟ ସେବା ପାଇଁ ଓଡିଶାର ୧୩ ଜଣ ପାଇବେ ପୋଲିସ ମେଡାଲ

  ସାହସିକତା ଓ ଉତ୍କୃଷ୍ଟ ସେବା ପାଇଁ ଓଡିଶାର ୧୩ ଜଣ ପାଇବେ ପୋଲିସ ମେଡାଲ

ଭୁବନେଶ୍ୱର,୧୪/୮: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବୁଧବାର ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ ଦିଆଯିବ। ଏହାସହ

Read Full Article

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୯ ରାଜ୍ୟର ୧୨ ଆସନରେ ହେବ ଭୋଟ

  ରାଜ୍ୟସଭା ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୯ ରାଜ୍ୟର ୧୨ ଆସନରେ ହେବ ଭୋଟ

ଭୁବନେଶ୍ବର, ୧୪/୮ : ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଆଜିଠାରୁ ୨୧ ତାରିଖ ପର‌୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି

Read Full Article

ଭିଜିଲାନ୍‌ସ ପଞ୍ଝାରେ ନୀଳଗିରି ଡେପୁଟି କଲେକ୍ଟର, ଏକକାଳୀନ ୧୨ଟି ସ୍ଥାନରେ ଚାଲିଛି ଚଢାଉ

  ଭିଜିଲାନ୍‌ସ ପଞ୍ଝାରେ ନୀଳଗିରି ଡେପୁଟି କଲେକ୍ଟର, ଏକକାଳୀନ ୧୨ଟି ସ୍ଥାନରେ ଚାଲିଛି ଚଢାଉ

ସୁଦାମ ପାତ୍ରଙ୍କ ରିପୋର୍ଟ ନୀଳଗିରି, ୧୪/୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସର ୧୨

Read Full Article

ବାଲିଗୁଡାରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ: ଉପଖଣ୍ଡ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୩/୮: ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ

Read Full Article

ଏସ୍‌ସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ, ମଙ୍ଗଳାବାଗ ଥାନାରେ ଏତଲା

  ଏସ୍‌ସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୧୩/୮: କଟକ ବଡ଼ ଡାକ୍ତରଖାନାରେ ଜଣେ ଡାକ୍ତର ରୋଗୀଙ୍କୁ ଅସଦାଚରଣ କରିଥିବାର ଅଭିଯୋଗ ହୋଇଛି। ଏନେଇ ମଙ୍ଗଳାବାଗ ଥାନାରେ ପୀଡ଼ିତାଙ୍କ ସଂପର୍କୀୟଙ୍କ ପକ୍ଷରୁ ଏତଲା ଦିଆଯାଇଛି।କାର୍ଡିଓଲୋଜି

Read Full Article

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930