ଭୁବନେଶ୍ୱର, ୩୧/୭ : ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା
Odia News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୭: ବୌଦ୍ଧଜିଲ୍ଲାରେ ମହାନଦୀ ଦୁଇକୂଳ ଖାଇ ପ୍ରବାହିତ ହେଉଥିବା ବେଳେ ବର୍ତ୍ତମାନ ବିପଦ ସଂଙ୍କେତ ତଳେ ପ୍ରବାହିତ ହେଉଥିବା ଜଣାପଡିଛି । ରବିବାର ହୀରାକୁଦ ଡ୍ୟାମରୁ ୨୦ଟି ଗେଟ ଦେଇ ବନ୍ୟାଜଳ ପ୍ରବାହିତ ହେବା ଫଳରେ ଆଜି ବୌଦ୍ଧ
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩୦/୭: ନିର୍ବାଚନ ପରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ବଢିବା ସହିତ ଆଇନ ଶୃଂଖଳା ବିଗିଡି ଯାଇଛି । ପ୍ରଶାସନର ନୀରବତା ପରିସ୍ଥିତିକୁ ଆହୁରି ଜଟିଳ କରୁଛି ।ଏ ନେଇ ଆଜି ଯାଜପୁର ଜିଲ୍ଲାପାଳ ନିଖିଳ
ଭୁବନେଶ୍ୱର,୩୦/୭: ଆଉ ଚଳିବନି ମନମାନି । ଏଣିକି ସବୁକିଛି ନିୟମ ଅନୁସାରେ ଚାଲିବ । ଆଉ ସରକାରୀ ନିୟମକୁ ମାନିବା ବାଧ୍ୟତାମୂଳକ। ନିୟମ ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ। ସରକାରୀ ଚାକିରିଆଙ୍କୁ ଏପରି ଭାବେ ରୋକଠୋକ ଶୁଣାଇଦେଇଛନ୍ତି ନୂଆ ସରକାର ।ଏଣିକି
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୭: ବାଲିଗୁଡା ଏନଏସିର ଜଣେ ସଫେଇ କର୍ମଚାରୀଙ୍କୁ ଜଳଖିଆ ଦୋକାନୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ବାଲିଗୁଡା ଥାନାରେ ।ସୁଚନା ପ୍ରକାରେ ଜଣେ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୭ : ସ୍ଵଳ୍ପକାଳୀନ ପ୍ରଶିକ୍ଷଣ ର ମାନ୍ୟତା ପତ୍ର ୨୩ଜଣ ପ୍ରଶୀକ୍ଷାର୍ଥୀଙ୍କୁ ଦେବା ସଂଗେ ସଂଗେ ନିଯୁକ୍ତି ପତ୍ର ମଧ୍ୟ ପାଇଛନ୍ତି ।ଏହି
କେନ୍ଦୁଝର,୩୦/୭ କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଡିଆରପଲ୍ଲୀ ପଞ୍ଚାୟତ ଆତ୍ରୁକଣା ଗ୍ରାମ ଡାହିସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋରମ୍ ଗାଡିଆରେ ବୁଡି ୩ଜଣ ଶିଶୁଙ୍କ
ମାଲକାନଗିରି, ୨୮/୭: ମାଲକାନଗିରି ଜିଲ୍ଲାରୁ ହଟିବେ ଗୋଟିଏ ବାଟାଲିୟନ ବିଏସ୍ଏଫ୍ ଯବାନ। ବିଏସ୍ଏଫ୍ ବାଟାଲିୟନ ମାଲକାନଗିରିରୁ ଜମ୍ମୁ ଓ କାଶ୍ମୀରକୁ ଯିବେ ବୋଲି ଜଣାପଡ଼ିଛି।ଜମ୍ମୁ ଓ କଶୀର
ଭୁବନେଶ୍ୱର, ୨୭/୭ : ଆସନ୍ତା ଜୁଲାଇ ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ସଞ୍ଜୀବ
ପ୍ୟାରିସ୍, ୨୮/୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି । ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ମନୁ ଭାକର ବ୍ରୋଞ୍ଜ






