ଭୁବନେଶ୍ୱର, ୪/୬ : ପ୍ରଖ୍ୟାତ କବି, ଲେଖକ ତଥା ପ୍ରଶାସକ ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ ହୋଇଛି। ୯୦ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଅନ୍ୟତମ
Odia News
ଭୁବନେଶ୍ୱର, ୪/୬ : ଉପକୂଳ ସୁରକ୍ଷା ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟବସ୍ଥାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶ। ରାଜ୍ୟର ଅର୍ଥନୈତିକ ବିକାଶ, ସାମୁଦ୍ରିକ ବାଣିଜ୍ୟ ଏବଂ ଜନସୁରକ୍ଷା ସହ ଏହା ନିବିଡ଼ ଭାବେ ସମ୍ପୃକ୍ତ।ଓଡ଼ିଶା ପୋଲିସର ଉପକୂଳ ସୁରକ୍ଷା ଶାଖା ପକ୍ଷରୁ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୬ : ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଥିବା ବାଲିଗୁଡା ବିଧାୟକ ଚକ୍ରମଣି କହଁରଙ୍କୁ ନିଜ ନିର୍ବାଚନ ମଣ୍ଡଳୀରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛି ବିଜେଡି ନେତୃ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩/୬ : ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସଭା ଗୃହରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ରୂପଶ୍ରୀ ରାଣୀ ଗୁମାନସିଂଙ୍କ ଅଧ୍ୟକ୍ଷତାରେ ଖୋରଧା ଜିଲ୍ଲା ଷଷ୍ଠ ଜିଲ୍ଲା ପରିଷଦର ଷଷ୍ଠ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୬ : ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଅନ୍ତର୍ଗତ ଖକ୍ଷରଡ଼ା ସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା କୃଷି ବିଭାଗର
ବ୍ରହ୍ମପୁର, ୩/୬: କବିସୂର୍ଯ୍ୟନଗର ହାଜତ ମୃତ୍ୟୁ ଘଟଣାରେ ବଡ଼ ଆକ୍ସନ । ବଦଳିଲେ ଗଞ୍ଜାମ ପୋଲିସ ଜିଲ୍ଲାର ୫୨ ପୋଲିସ କର୍ମଚାରୀ । କବିସୂର୍ଯ୍ୟନଗର ଥାନାରେ କାର୍ଯ୍ୟରତ
Vegetable Vendors Encroaching on Roadside Raise Traffic Concerns in Jhumpara ଅରେନ୍ଦ୍ର କୁମାର ଗିରି ଝୁମ୍ପୁରା, ଜୁନ୍ ୨: କେନ୍ଦୁଝର ଜିଲ୍ଲାର ଝୁମ୍ପୁରା ବ୍ଲକ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨୬/୬: ଖୋରଧା ମେଡିକାଲ ପରିସରରେ ଜଣେ ଗୃହରକ୍ଷୀଙ୍କୁ ଆକ୍ରମଣ ଘଟଣାରେ ଆଦର୍ଶ ଥାନା ପୁଲିସ ଦୁଇଜଣଙ୍କୁ ଗିରଫ କରିଛି । ଗିରଫ ଦ୍ୱୟ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୬ : ମଙ୍ଗଳବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବରେ ଭାରତୀୟ ପୋଲିସ ସେବାର ଅଧିକାରୀ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨/୬ : ରାଜ୍ୟରେ ପ୍ରତିଦିନ ହିଂସା ବୃଦ୍ଧି ପାଉଛି। ମହିଳା ଏବଂ ନାରୀ ମାନେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି। ପେଟ୍ରୋଲ






