କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୮ : (ସୋମବାର )ସକାଳ ଘ.୬.୩୦ ମି. ସମୟରେ ବୌଦ୍ଧଗଡ଼ ଏନଏସି ପକ୍ଷରୁ ବାଘଗୁଡ଼ା ଛକ ନିକଟରୁ ହର ଘର ତିରଙ୍ଗା ହର ଘର ସ୍ୱଚ୍ଛତା କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଯାଇଛି ।ଜିଲ୍ଲାପାଳ ବିଭୂତି ଭୁଷଣ ନାୟକ
Technology
ବରଦା ଦାସଙ୍କ ରିପୋର୍ଟକଟକ, ୧/୮ : ଶାଶ୍ଵତ ନିୟମର ଅନୁପ।ଳନ ଧର୍ମ । ସନାତନ ଅର୍ଥ eternal । ଥିଲା ଅଛି ଓ ରହିବ । ସ୍ବାମୀ ବିବେକାନନ୍ଦ ସନାତନ ଧର୍ମ ର ଜଣେ ବିଶ୍ଵ ବିସ୍ମୟ ସନ୍ୟାସୀ ବୋଲି ସ୍ବାମୀ
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୮ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଦାନଗଦି ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର
ଭୁବନେଶ୍ୱର, ୧୧/୮ : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ ଦାୟିତ୍ୱ ନେଇଛନ୍ତି । ଦାୟିତ୍ବ ନେବା ପରେ ପ୍ରତିକ୍ରିୟା ରଖି କହିଛନ୍ତି,
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୧/୮ : ନୟାଗଡ଼, ଉଚ୍ଚ ନ୍ୟାୟାଳୟ କଟକ ଙ୍କ ନିର୍ଦ୍ଦେଶରେ ଜିଲ୍ଲା ଜଜ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ କନ୍ୟା ଶିଶୁ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୧/୮ : ଜଟଣୀର ଲଢୁଆ ନେତା ତଥା କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ ତମ ସ୍ମୃତି ଚାରଣ
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୮: ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ ବଡ଼ଚଣା ବିଧାୟକ ଶ୍ରୀ ଅମର କୁମାର ନାୟକଙ୍କ
କୋରାପୁଟ, ୧୦/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି (ରବିବାର) କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ
ପଟ୍ଟାମୁଣ୍ଡାଇ, ୧୦/୮ : ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପଚରା ଉଚୁରା ପରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ






