Indus Valley Times

Technology

ପହଲଗମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ପ୍ରତିବାଦରେ ଦାରିଙ୍ଗବାଡି ଦୋକାନବଜାର ବନ୍ଦ: ସାପ୍ତାହିକ ହାଟ ଠପ୍‌

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୫: ପହଲଗାମରେ ହିନ୍ଦୁ ପର୍ଯ୍ୟଟକଙ୍କୁ ଆତଙ୍କୀବାଦଙ୍କ ଗୁଳିକରୀ ହତ୍ୟା କରାଯିବା ପ୍ରତିବାଦରେ ରବିବାର ଦାରିଙ୍ଗବାଡିରେ ଦୋକାନବଜାର ବନ୍ଦ କରିଦିଆଯାଇଛି।ଏଥି ସହ ରବିବାର ସପ୍ତାହିକ ହାଟ ରହିଥିବା ବେଳେ ଆନ୍ଦୋଳନକାରୀ ମାନେ ହାଟକୁ ମଧ୍ୟ ବନ୍ଦ କରାଇଥିଲେ।ଫଳରେ

Read Full Article

ଦାରୁ ବିବାଦ: ରାମକୃଷ୍ଣ ଦାସମହାପାତ୍ରଙ୍କୁ ୭ ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ

ପୁରୀ, ୪/୫ : ଶ୍ରୀମନ୍ଦିର ଦଇତାପତି ନିଯୋଗ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ‌ନୋଟିସ୍ ଜାରି ହୋଇଛି। ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।ଆଗାମୀ ୭ ଦିନ

Read Full Article

ଗଞ୍ଜାମ ପୁଲିସକୁ ବଡ଼ ସଫଳତା: ୧୭ଟି ମାଉଜର, ୬୬ଟି ଅଫୁଟା ଗୁଳି, ୪ଟି ଖୋକା ସହ ୧୬ ମୋବାଇଲ ଜବତ, ୧୮ ଅଭିଯୁକ୍ତ ଗିରଫ

ଗଞ୍ଜାମ,୪/୫ : ଗଞ୍ଜାମ ପୋଲିସକୁ ମିଳିଛି ବଡ଼ ସଫଳତା । ବିଭିନ୍ନ ସ୍ଥାନରେ ଚଢାଉ କରି ୧୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ସେମାନଙ୍କ ନିକଟରୁ ୧୭ଟି ବନ୍ଧୁକ, ୧୬ଟି ମୋବାଇଲ୍‌, ୬୬ଟି ଅଫୁଟା ଗୁଳି ଓ

Read Full Article

୩୦ ଫୁଟ୍ ଉଚ୍ଚ ଓଭର ବ୍ରିଜ୍ ଉପରୁ ଖସିପଡ଼ିଲା ଟ୍ୟାଙ୍କର, ଡ୍ରାଇଭର ଫେରାର

    ୩୦ ଫୁଟ୍ ଉଚ୍ଚ ଓଭର ବ୍ରିଜ୍ ଉପରୁ ଖସିପଡ଼ିଲା ଟ୍ୟାଙ୍କର, ଡ୍ରାଇଭର ଫେରାର

ରାୟଗଡ଼ା,୪/୫: ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ ଫ୍ଲାଏ ଓଭରର

Read Full Article

ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫ : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ

Read Full Article

ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଓସ୍ବାସ୍ କାର୍ଯ୍ୟକାରୀତା ସମ୍ଭନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

    ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଓସ୍ବାସ୍ କାର୍ଯ୍ୟକାରୀତା ସମ୍ଭନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୫ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ,ଜିଲ୍ଲା ଶିକ୍ଷା ଅଧିକାରୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ

Read Full Article

ଅନନ୍ୟ ଶବ୍ଦ ସଂଯୋଜନା ଯୋଗୁଁ ଜୟନ୍ତ ମହାପାତ୍ର ଆନ୍ତର୍ଜାତିକ କବି ମାନ୍ୟତା ସହ ପଦ୍ମଶ୍ରୀ ପାଇଥିଲେ

    ଅନନ୍ୟ ଶବ୍ଦ ସଂଯୋଜନା ଯୋଗୁଁ ଜୟନ୍ତ ମହାପାତ୍ର ଆନ୍ତର୍ଜାତିକ କବି ମାନ୍ୟତା ସହ ପଦ୍ମଶ୍ରୀ ପାଇଥିଲେ

ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ,୪/୫ : ଦିଲ୍ଲୀ ଉତ୍କଳ ଅସ୍ମିତା ଓ କଟକ ଥିଙ୍କର୍ଶ କ୍ଲବ ର ୧୧୮ ତମ ଆଭାଶୀ ଆଲୋଚନା ମିଳିତ ଭାବେ ଆୟୋଜିତ

Read Full Article

ସାରସ୍ୱତ ତୀର୍ଥକ୍ଷେତ୍ର ଭାବେ ମାନ୍ୟତା ପାଇଲା ବାଜପୁର ,ସ୍ୱାଧୀନତା ସଂଗ୍ରାମୀଙ୍କ ଗାଁ ରେ ପହଞ୍ଚିଲା ‘ ଅଖିଳଚକ୍ର-ଓଡ଼ିଶା’

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨/୫: ଯାଜପୁର ଅଞ୍ଚଳର ଲବ୍ଧପ୍ରତିଷ୍ଠିତ ‘ଅଖିଳଚକ୍ର-ଓଡ଼ିଶା’ ପକ୍ଷରୁ ଖୋର୍ଦ୍ଧା ପଞ୍ଚାୟତ ସମିତି ଅନ୍ତର୍ଗତ ବାଜପୁର ଗ୍ରାମକୁ ଶୁକ୍ରବାର ‘ସାରସ୍ବତ ତୀର୍ଥକ୍ଷେତ୍ର’ ମାନ୍ୟତା

Read Full Article

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି, ଜିଲ୍ଲାରେ ୯୭.୩୧ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ

    ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି, ଜିଲ୍ଲାରେ ୯୭.୩୧ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨/୫: ଆଜି ମାଟ୍ରିକ ତଥା ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ତେବେ ଜିଲ୍ଲାରେ ପାସ ହାର ୯୭.୩୧ ପ୍ରତିଶତ

Read Full Article

ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶିତ, ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ

କଟକ,୨/୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ

Read Full Article

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31