କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୨ : କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଅପରାହ୍ନ ରେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କରିଛନ୍ତି
Technology
ଭୁବନେଶ୍ୱର, ୧୫/୨ : ପୁଣି ରାସନକାର୍ଡରେ E- KYC ନେଇ ଆସିଲା ବଡ଼ ଅପଡେଟ । ଆସନ୍ତା ୩୧ ମାର୍ଚ୍ଚ ଯାଏଁ ଋ-କଣଉ ଅବଧି ବଢ଼ିଲା ।ଏନେଇ ଆଜି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି ।
ଢେଙ୍କାନାଳ, ୧୫/୨ : ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏପରି ଏକ ଅଭାବନୀୟ ଘଟଣା ଢେଙ୍କାନାଳ ଜିଲ୍ଲା ସଦର ଥାନା ଖମାର ଗାଁରେ ଘଟିଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି କରିଛି
ଭୁବନେଶ୍ୱର, ୧୫/୨ : ୯ ମାସ ପରେ କଂଗ୍ରେସକୁ ଫେରିଲେ ସୁର ରାଉତରାୟ । ଦଳକୁ ଫେରି ଭାବବିହ୍ଵଳ ହୋଇପଡ଼ିଲେ । ନିଜ ପ୍ରତିକ୍ରିୟା ରଖିଲା ବେଳେ ସୁର କାନ୍ଦିପକାଇଥିଲେ ।ଦଳକୁ ଫେରିବା ପରେ ରାହୁଲ ଗାନ୍ଧୀ ଓ ଭକ୍ତ ଦାସଙ୍କୁ
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟଭବାନୀପାଟଣା, ୧୫/୨ : ଭବାନୀପାଟଣା ଜିଲ୍ଲାପାଳ ଙ୍କ ସମ୍ମୁଖରେ ଶ୍ରମ ବାହିନୀତରଫରୁ (ଏକ ମୁକ୍ତ ହୋଇଥିବା ବନ୍ଧକ ଶ୍ରମିକ ସଂଘ), ବନ୍ଧକ ଶ୍ରମିକଙ୍କ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୨ : ଶୁକ୍ରବାର ପୂର୍ବାହ୍ନରେ ମାଉଳସିଙ୍ଗା ଜାନକୀ ଭିକାରୀ ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ପ୍ରଧାନଶିକ୍ଷକଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୪/୨: ସରକାର ଓଡ଼ିଶାରେ ଶିକ୍ଷାର ଗୁଣବତ୍ତା ଉନ୍ନତ କରିବା ପାଇଁ ପ୍ରୟାସ କରୁଥିବା ବେଳେ, ୮ମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିୟୋଗ ଏବଂ ହରଣ ଭଳି ଗାଣିତିକ ଗଣନାରେ
ଭୁବନେଶ୍ୱର,୧୪/୨: ବିଧାନସଭା ଆରମ୍ଭରୁ ମାଡିଆସିଲେ ବିରୋଧୀ। ଆରମ୍ଭରୁ କଲେ ହଙ୍ଗାମା। ଏହାରି ଭିତରେ ମୁହାଁମୁହିଁ ହୋଇଗଲେ ବିଜେଡି ବିଧାୟକ ଆଉ ଭାଜପା ବିଧାୟକ। ଗୃହରେ ଜମିଲା ଅସ୍ମିତା
ଭୁବନେଶ୍ୱର,୧୪/୨: ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା। ୧୦ ମାସର ବକେୟା ଦରମା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ। ଉଜଚ, ବ୍ୟାଙ୍କମିତ୍ର, ଗଈକ, ପ୍ରାଣୀମିତ୍ର ବକେୟା ଦରମା ପାଇବେ
କଟକ, ୧୪/୨: ସିଲଭର ସିଟି କଟକରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମହିଳାଙ୍କ କଳାକାଟି ହତ୍ୟା କରାଯାଇଛି । କଟକ ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଘଟିଛି ଏଭଳି







