ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୭: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ନାମନଗଡ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦ୍ବୟ ଶ୍ରୀ ଭେଙ୍କେଟେଶ୍ୱର ସାହୁକାର ଓ ଶ୍ରୀ ସୁରେଶ ଚନ୍ଦ୍ର ମହାଙ୍କୁଡଙ୍କୁ ଅବସରକାଳୀନ ବିଦାୟ ସମ୍ଭର୍ଦ୍ଧନା ଜ୍ଞାପନ କରାଯାଇଛି
Technology
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୭: ଗଜପତି ଜିଲ୍ଲାର ଆକାଙ୍ଗକ୍ଷୀ ଜିଲ୍ଲା ଭାବେ ପରିଚିତ ଗୁମ୍ମା ଏବଂ ଆର:ଉଦୟଗିରି ଠାରେ ଆଜି କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ପ୍ରାୟୋଜିତ ସମ୍ପୂର୍ଣତା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଏକକାଳୀନ ଭାବେ ଶୁଭାରମ୍ଭ ହୋଇଯାଇଛି
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୫/୭ : ଗୁରୁବାର ସକାଳ ୧୦.୩୦ ମିନିଟ ସମୟ ରେ ନବନିର୍ବାଚିତ ଯୁବ ବିଧାୟକ ଶ୍ରୀ ମାନସ ଦତ୍ତ ଙ୍କ ପୁରୁଣା ଷ୍ଟାଡିୟମ୍ ନିକଟ ଅଫିସ ରେ ମିଶନ ଶକ୍ତି ବିଏଲଫ ପୌରପାଳିକା ର ସଭାପତି ସ୍ୱାତୀ ପ୍ରଭା
ଭୁବନେଶ୍ୱର,୫/୭: ବିଭିନ୍ନ ରାଜ୍ୟ ପାଇଁ ଆଜି ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କରିଛି ବିଜେପି। ବିଜୟପାଲ ସିଂ ତୋମାରଙ୍କୁ ଦଳ ଓଡ଼ିଶାର ପ୍ରଭାରୀ ଦାୟିତ୍ୱ ଦେଇଛି।ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ବିଜୟପାଲ ସିଂ ତୋମାର ପୂର୍ବରୁ ଓଡ଼ିଶାର
ଭୁବନେଶ୍ବର, ୫/୭: ଓଡ଼ିଶାର ଅଭୟାରଣ୍ୟରେ ମହାବଳ ବାଘବଂଶ ବୃଦ୍ଧି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏଥି ପାଇଁ ବାହାର ରାଜ୍ୟରୁ ମହାବଳ ବାଘ ଆଣିବେ। ଏହାକୁ
ଭୁବନେଶ୍ୱର,୫/୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍ ପେଡ୍
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୭ : ବାଲିଗୁଡା ବନଖଣ୍ଡ ଦ୍ୱାରା ୭୫ତମ ବନମହୋତ୍ସବ କାର୍ଯ୍ୟକ୍ରମ ଚାଲିଛି । ଆଜି ବାଲିଗୁଡା ବନାଂଚଳ ଅନ୍ତର୍ଗତ ବାଟାଗୁଡା ପଂଚାୟତର ଡାପାକିଆ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୭: ଗୁରୁବାର ଦିନ ୧୦.୩୦ ଘଣ୍ଟା ସମୟରେ ବୌଦ୍ଧ କଲ୍ୟାଣ ମଣ୍ଡପ ଠାରେ ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଓଡିଆ,ଭାଷା,
ଭୁବନେଶ୍ବର, ୫/୭: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା
ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହି






