ପ୍ରମୋଦ ସାହୁକାରଙ୍କ ରିପୋର୍ଟ ଚନ୍ଦ୍ରପୁର,୧୭/୯: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁରବ୍ଲକ ପରିସରରେ ରାଜ୍ୟ ସରକାରଙ୍କ ସୁଭଦ୍ରା ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରଯାଇଥିଲା ।ବ୍ଲକରେ ସୁଭଦ୍ରା ରଥକୁ ଉପସ୍ଥିତ ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ଗୋଷ୍ଟି ଭାର ପ୍ରାପ୍ତ
Technology
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୯: ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀ ଙ୍କ ୭୧ ତମ ଜନ୍ମ ଦିବସ ମହାସମାରୋହ ରେ ସମସ୍ତ ମଣ୍ଡଳ, ଶକ୍ତି କେନ୍ଦ୍ର, ଓ ଜିଲ୍ଲା ସ୍ତରରେ ପାଳିତ ହୋଇ ଥିଲ
ଭୁବନେଶ୍ୱର,୧୬/୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’
ଓଡ଼ିଶା, ୧୭/୯ : ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁଯାୟୀ, ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି। ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ
ବାଲେଶ୍ୱର,୧୭/୯ : ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବିଭିନ୍ନ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି
ଭୂବନେଶ୍ୱର,୧୬।୯: ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଭୁବନେଶ୍ୱର
ଭୁବନେଶ୍ୱର,୧୬/୯: ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ
ଭୁବନେଶ୍ୱର, ୧୬/୯ : ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ପୁରାଣ ଓ ଶାସ୍ତ୍ର ଅନୁସାରେ ବିଶ୍ୱକର୍ମା ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟମଣ୍ଡଳରେ ଆବିର୍ଭୂତ
ଭୁବନେଶ୍ୱର,୧୫/୯: ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ। ଭର୍ଚ୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।






