Indus Valley Times

Technology

ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ

ପୁରୀ,୧୮/୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା।ମହାସୁଆର ପଞ୍ଚଉପଚାରରେ

Read Full Article

ବୌଦ୍ଧରେ କନ୍ଧମାଳ ସାଂସଦଙ୍କ ବିଭାଗୀୟ ସମୀକ୍ଷା

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୭ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଗୁରୁବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବା ସହିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ଅବସରରେ

Read Full Article

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୨୧ ଯାଏଁ ଜାରି ରହିବ ବର୍ଷା

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୨୧ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ୱର,୧୮/୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ

Read Full Article

କାଉଡ଼ି ଯାତ୍ରା ପାଇଁ ଧବଳେଶ୍ୱରରେ ସ୍ୱତନ୍ତ୍ର ବ୍ୟବସ୍ଥା: ପୀଠକୁ ଯିବନି ବାହୁଙ୍ଗୀ, ଯିବ କେବଳ କଳସ

    କାଉଡ଼ି ଯାତ୍ରା ପାଇଁ ଧବଳେଶ୍ୱରରେ ସ୍ୱତନ୍ତ୍ର ବ୍ୟବସ୍ଥା: ପୀଠକୁ ଯିବନି ବାହୁଙ୍ଗୀ, ଯିବ କେବଳ କଳସ

ଆଠଗଡ଼, ୧୮/୭ : ଆଉ ଦିନ କେଇଟା ପରେ ଆରମ୍ଭ ହେବ ଶ୍ରାବଣ ମାସ। ଶୈବପୀଠଗୁଡ଼ିକରେ ଜଳଲାଗି କରିବେ ଶ୍ରଦ୍ଧାଳୁ। ଧବଳେଶ୍ଵରଙ୍କ ପୀଠକୁ ମଧ୍ୟ ଆସିବେ କାଉଡ଼ିଆ।ତେବେ କାଉଡ଼ିଆମାନେ ପ୍ଲାଷ୍ଟିକ କଳସ ନେଇ ମନ୍ଦିରକୁ ଆସିପାରିବେ ନାହିଁ। କାରଣ ଏଥର ଧବଳେଶ୍ୱର

Read Full Article

ବୌଦ୍ଧରେ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୭: ତିନି ଠାକୁର ମାଉସୀ ମାଙ୍କ ଘରେ ନଅ ଦିନ ଲୀଳାଖେଳା ପରେ ସୋମବାର ଶ୍ରୀ ମନ୍ଦିର କୁ ବାହୁଡିଅଛନ୍ତି । ମଙ୍ଗଳବାର ରଥରେ

Read Full Article

ଶୁଭ ମୁହୂର୍ତ୍ତରେ ଖୋଲିଲା ଭିତର ରତ୍ନ ଭଣ୍ଡାର

ପୁରୀ,୧୮/୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ

Read Full Article

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ରଖିବେ ନଜର ବିଜେଡିର ୫୦ ବିଧାୟକ, ବିଧାନସଭାରେ ଶାଣିତ କରିବେ ସ୍ୱର

    ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ରଖିବେ ନଜର ବିଜେଡିର ୫୦ ବିଧାୟକ, ବିଧାନସଭାରେ ଶାଣିତ କରିବେ ସ୍ୱର

ଭୁବନେଶ୍ୱର,୧୭/୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ ବିଧାୟକଙ୍କୁ

Read Full Article

ବାହୁଡ଼ା ଯାତ୍ରାରେ ରଥ ଉପରେ ମୋବାଇଲ୍ ବ୍ୟବହାର : ଆଉ ଜଣେ ସେବାୟତଙ୍କ ବିରୋଧରେ ଥାନାରେ ଅଭିଯୋଗ

ପୁରୀ,୧୭/୭: ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ଶ୍ରୀମନ୍ଦିର ପ୍ରଶାସନ ଆଉ ଜଣେ ସେବକଙ୍କ ବିରୋଧରେ ସିଂହଦ୍ବାର ଥାନାରେ ଅଭିଯୋଗ କରିଛି।ଦେବଦଳନ ରଥରେ ମା’

Read Full Article

ବଢ଼ିବନି ସୁନାବେଶ ଦର୍ଶନ ସମୟ

    ବଢ଼ିବନି ସୁନାବେଶ ଦର୍ଶନ ସମୟ

ପୁରୀ,୧୭/୭: ଏବର୍ଷ ସୁନାବେଶ ଦର୍ଶନ ସମୟ ବଢ଼ିବନି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଯେଉଁ ସମୟ ନିର୍ଘଣ୍ଟ ହୋଇଛି

Read Full Article

ଏସସିବି ରେ ହାଉସ୍ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ପ୍ରଭାବିତ ହେବା ଆଶଙ୍କା

    ଏସସିବି ରେ ହାଉସ୍ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ରୋଗୀ ସେବା ପ୍ରଭାବିତ ହେବା ଆଶଙ୍କା

କଟକ, ୧୭/୭ : କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି।ଅଧୀକ୍ଷକଙ୍କ ହସ୍ତକ୍ଷେପ

Read Full Article

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031