Indus Valley Times

Technology

ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୫/୮: ହୀରାକୁଦ ଉପରମୁଣ୍ଡରେ ବର୍ଷା ହେବା ଯୋଗୁ ବୃଦ୍ଧି ପାଉଛି ହୀରାକୁଦ ଡ୍ୟାମର ଜଳସ୍ତର। ଆଜି ଆଉ ୬ଟି ଗେଟ୍ ଖୋଲିଛି। ୨୦ଟି ଗେଟ୍ ଦେଇ ଡ୍ୟାମରୁ ୩ଲକ୍ଷ ଘନ ଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି।ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୧.୯୭

Read Full Article

ଆଇଏଲ୍‌ଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର, ୨୫/୮ : ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ଆଜି ସକାଳେ

Read Full Article

ଆକ୍ସନରେ ପୋଲିସ, ଏକାସାଙ୍ଗେ ୪ଟି ଜେଲ୍‌ରେ ଚଢାଉ

ନୟାଗଡ଼, ୨୫/୮ : ଆଜି ସକାଳୁ ସକାଳୁ ନୟାଗଡ଼ ଜିଲ୍ଲା ମୁଖ୍ୟ କାରାଗାର ସହ ୩ ଉପ କାରାଗାରରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ନିଶା କାରବାର ଅଭିଯୋଗରେ ନୟାଗଡ଼ ଏସପିଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ ସହ ବହୁ

Read Full Article

ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀରେ ବାଲିଗୁଡାର ବୁଲୁ ଭାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୮ : ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇ ଯାଇଛି।ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ

Read Full Article

ସରକାରୀ ଏସ ଏସ ଡି ଉଚ୍ଚ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳନ ଅନୁଷ୍ଠିତ

ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା, ତା ୨୪/୮ : ରାୟଗଡା ଜ଼ିଲ୍ଲା ଚନ୍ଦ୍ରପୁର ବ୍ଲକର ସରକାରୀ (ଏସ ଏସ ଡି) ଉଚ୍ଚ ବିଦ୍ୟାଳୟ ଚନ୍ଦ୍ରପୁର ଠାରେ “ଜାତୀୟ ମହାକାଶ

Read Full Article

ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ଗିରଫ, ଜବତ ହୋଇଛି ଆୟଠୁ ଅଧିକ ସମ୍ପତ୍ତି

    ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ଗିରଫ, ଜବତ ହୋଇଛି ଆୟଠୁ ଅଧିକ ସମ୍ପତ୍ତି

ଭୁବନେଶ୍ବର, ୨୪/୮ : ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ତାଙ୍କର ୧କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ

Read Full Article

ଭିତର ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେଲା ଆଲମାରୀ, ସିନ୍ଦୁକ

    ଭିତର ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେଲା ଆଲମାରୀ, ସିନ୍ଦୁକ

ପୁରୀ, ୨୩/୮ : ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ

Read Full Article

ସୁପରିଚାଳିତ ଓ ସୁସଜ୍ଜିତ ଆଦିବାସୀ ଆଶ୍ରମସ୍କୁଲ୍

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟସୋନପୁର, ୨୩/୮ : ସୁବର୍ଣ୍ଣପୁର ଜିଲ୍ଲାର ଏମୁଣ୍ଡ ଓ ସେମୁଣ୍ଡର ଦୁଇଟି ଅଭ୍ୟନ୍ତର ଅଞ୍ଚଳର ଆଦିବାସୀ କଲ୍ୟାଣ ବିଭାଗର ଆଶ୍ରମସ୍କୁଲ୍ ଏତେ ବ୍ୟବସ୍ଥିତ

Read Full Article

ଆସିଲା ‘ସୁଭଦ୍ରା’ ଯୋଜନା ପାଇଁ ଏସ୍‌ଓପି, ଏକ କୋଟି ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଲାଭ

    ଆସିଲା ‘ସୁଭଦ୍ରା’ ଯୋଜନା ପାଇଁ ଏସ୍‌ଓପି, ଏକ କୋଟି ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଲାଭ

ଓଡ଼ିଶା, ୨୩/୮ : ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ

Read Full Article

ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍, ସ୍କୁଲ-କଲେଜ-ମନ୍ଦିର ନିକଟରେ ରହିବନି ମଦ ଦୋକାନ : ଅବକାରୀ ମନ୍ତ୍ରୀ

    ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍, ସ୍କୁଲ-କଲେଜ-ମନ୍ଦିର ନିକଟରେ ରହିବନି ମଦ ଦୋକାନ : ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୩/୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍ ବନ୍ଦ କରାଯିବ। ଗୃହରେ

Read Full Article

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930