Indus Valley Times

ଦଶପଲ୍ଲା ବିଧାୟକ ଙ୍କ ଦ୍ଵାରା ରାସନ କାର୍ଡ ଓ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

 Breaking News

ଦଶପଲ୍ଲା ବିଧାୟକ ଙ୍କ ଦ୍ଵାରା ରାସନ କାର୍ଡ ଓ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

December 10
23:14 2020

Ration card distributed by Daspalla MLA

ଦଶପଲ୍ଲା, Dec. 10:: ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଡିହଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ନୂତନ ହିତାଧିକାରୀ ଙ୍କୁ ରାସନ୍ କାର୍ଡ  ଓ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ରାଜ୍ୟସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ବର୍ଣ୍ଣନା କରିବା ସହ ନୂତନ ହିତାଧିକାରୀ ଙ୍କୁ ରାସନ୍ କାର୍ଡ ଓ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।

ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ , ଡିହଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031