ଭୁବନେଶ୍ବର,୯/୩: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି