ଛତିଶଗଡ଼, ୩/୧ : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ। ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି।ସୋରନାମାଲ୍ ଜଙ୍ଗଲରେ ମାଓବାଦୀ ଥିବା ସୂଚନା ମିଳିଥିଲା। ଏହା ପରେ ଛତିଶଗଡ଼ ଓ ଓଡ଼ିଶାର ମିଳିତ ଅଭିଯାନ ଆରମ୍ଭ