ଭୁବନେଶ୍ବର,୨୫/୧୧: ଉତ୍ତରାଖଣ୍ଡ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ