ଭୁବନେଶ୍ୱର ୧୭/୭ : ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି