ଭୁବନେଶ୍ବର,୨/୫: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ଥିବା ବେଳେ ପାଗରେ ପରିବର୍ତ୍ତନ ହେତୁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।କିନ୍ତୁ ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିପାରି ନାହିଁ। ଝାରସୁଗୁଡ଼ାରେ ଆଜି ଦିନ ୨ଟା ୩୦ରେ ସର୍ବାଧିକ ତାପମାତ୍ରା ୩୨.୬ ଡିଗ୍ରି ରେକର୍ଡ