କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ବର ୫/୮: ବାଲିଅନ୍ତା କନଷ୍ଟେବଳ ସୌମ୍ୟ ହତ୍ୟାକାଣ୍ଡ ଘଟଣା । କୋର୍ଟରେ ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୧୧ ଜଣ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ। ଭୁବନେଶ୍ବର SDJMକୋର୍ଟରେ ଚାର୍ଜସିଟ