ଭୁବନେଶ୍ୱର,୨୯/୭ : ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ଶିଶୁପାଳଗଡ଼ ରଘୁନାଥ ନଗର ଲେନ୍-୨ରେ ଆଜି ଘଟିଛି ଏହି ଦୁଃଖଦ ଘଟଣା।ପାଇଖାନା ଟାଙ୍କି ସଫା କରିବାକୁ ୨ ଜଣ ଶ୍ରମିକ ସ୍ୱରେଜ୍ ଚାମ୍ୱର ଭିତରକୁ ପଶିଥିଲେ।
Tag "Bhubaneswar"
ଭୁବନେଶ୍ବର,୨୯/୭: ବ୍ୟାଙ୍କ ଋଣ ଦେବା ନାଁରେ ବଡ଼ ଧରଣର ଠକେଇ ମାମଲାରେ ବନ୍ଧା ହେଲେ ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ଶାଖା ପରିଚାଳକ ସ୍ୱୟମ୍ ପ୍ରକାଶ ପରିଡ଼ା। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ପଳାସପଲ୍ଲୀରେ ଥିବା ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ୍
ଭୁବନେଶ୍ୱର,୨୭/୭: ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନ (OSSC) ଦ୍ୱାରା ପରିଚାଳିତ ଜେଇ ସିଭିଲ୍ ମେନ୍ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିବା ବେଳେ ଗିରଫ ହୋଇଛି ଏହାର ମାଷ୍ଟର ମାଇଣ୍ଡ ।ବିହାରରୁ ମାଷ୍ଟର ମାଇଣ୍ଡକୁ
ଭୁବନେଶ୍ବର,୨୭/୭ : ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର,୨୫/୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ମଙ୍ଗଳବାର ସଂଧ୍ୟା ୬ଟା ୮ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ
ଭୁବନେଶ୍ୱର,୨୫/୭: ସର୍ପାଘାତ ମୃତ୍ୟୁ ରୋକିବାକୁ ଜନସ୍ୱାସ୍ଥ୍ୟ ବିଭାଗ ଜାରି କରିଛି ଗାଇଡଲାଇନ। ଗାଇଡଲାଇନ ପାଳନ କରିବାକୁ ସବୁ ସିଡିଏମ୍ଓଙ୍କୁ ଜନସ୍ୱାସ୍ଥ୍ୟ ବିଭାଗ ଚିଠି କରି ନିର୍ଦ୍ଦେଶ ଦେଇଛି।
ଭୁବନେଶ୍ୱର,୨୫/୭: ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ
ଭୁବନେଶ୍ବର,୨୪/୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ
ଭୁବନେଶ୍ୱର,୨୪/୭: ଫେରାର ଚାଇନିଜ ଅଭିଯୁକ୍ତ ବିରୋଧରେ ଓଡିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଲୁକ ଆଉଟ ସରକୁଲାର ଜାରି କରିଛି । ଫେରାର ଥିବା ଅଭିଯୁକ୍ତ ହେଉଛି
ଭୁବନେଶ୍ବର, ୨୪/୭: ସୋମବାର ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪