ଭୁବନେଶ୍ବର,୨୪/୫: ରାଜଧାନୀ ଭୁବନେଶ୍ବର, କଟକ, ପୁରୀ, ରାଉରକେଲା ଭଳି ଆଗାମୀ ଦିନରେ ରାଜ୍ୟର ଗ୍ରାମାଞ୍ଚଳରେ ବସବାସ କରୁଥବା ଲୋକଙ୍କୁ ମୋ ବସ୍ ସୁବିଧା ମିଳିପାରିବ। ଲୋକେ ନିଜ ଗ୍ରାମପଞ୍ଚାୟତ ଠାରୁ ବ୍ଲକକୁ ଯାଉଥିଲେ କମ୍ ଟଙ୍କା ଦେଇ ମୋ ବସ୍ରେ ଯିବା
Tag "Bhubaneswar"
ଭୁବନେଶ୍ବର,୨୪/୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପରିଚାଳିତ ମାଟ୍ରିକ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରି ନଥିବା ପିଲାମାନଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏହା ଆସନ୍ତା ଜୁଲାଇ ୩ ତାରିଖରୁ ଆରମ୍ଭ ହେବ। ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି
ଭୁବନେଶ୍ବର,୨୪/୫: ରାଜଧାନୀ ଭୁବନେଶ୍ବରର ୟୁନିଟ -୧ ସ୍ଥିତ ଜିଇଡି ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଯାଇଛି । ପାରିବାରିକ କଳହ ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ଅଭିଯୋଗ ହୋଇଛି ଯେ ସୁଶାନ୍ତ ନାୟକକୁ ହତ୍ୟା କରିଛନ୍ତି ସୁଜିତ ନାୟକ। ତେବେ ପୂର୍ବ
ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ
ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ
ଭୁବନେଶ୍ୱର,୨୧/୫: ଆସନ୍ତା ଜୁନ ମାସରୁ ବନ୍ଦ ହେବ ଊଈଞ ମୋଡ୍। ମଧୁବାବୁ ପେନସନ୍ ଯୋଜନା(ଗଈଚଣ)ରେ ମିଳୁଥିବା ଭତ୍ତା ଆଉ ଆକାଉଣ୍ଟକୁ ଯିବ ନାହିଁ। ଜୁନ ମାସରୁ ଏହା
ଭୁବନେଶ୍ୱର,୨୧/୫: ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରୁ ଏସଟିଏଫ୍ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ
ଭୁବନେଶ୍ବର,୨୧/୫: ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାର ମାଷ୍ଟରମାଇଣ୍ଡ ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ। ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଦୁଇଜଣଙ୍କୁ ଏସଟିଏଫ୍ ଉଠାଇଥିବା
ଭୁବନେଶ୍ବର,୨୦/୫: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ
ଭୁବନେଶ୍ୱର,୨୦/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ନିଜ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ । ସମ୍ଭାବ୍ୟ ସମ୍ପ୍ରସାରଣରେ ୪ଜଣ ନୂଆ ମନ୍ତ୍ରୀ ସ୍ଥାନ ପାଇବାର ସମ୍ଭାବନା