Indus Valley Times

Tag "Bhubaneswar"

ଶୌଚାଳୟରୁ ମୃତଦେହ ମିଳିବା ଘଟଣା, ପରିଚୟ ଜାଣିବାକୁ ଲାଗିଲା ପୋଷ୍ଟର

    ଶୌଚାଳୟରୁ ମୃତଦେହ ମିଳିବା ଘଟଣା, ପରିଚୟ ଜାଣିବାକୁ ଲାଗିଲା ପୋଷ୍ଟର

ଭୁବନେଶ୍ୱର,୨୪/୪: ଭୁବନେଶ୍ୱର ରେଳ ଷ୍ଟେଶନରେ ଅଟକିଥିବା ଧାନବାଦ୍ ଏକ୍ସପ୍ରେସ୍ ଟଏଲେଟରେ ଅଚିହ୍ନା ମହିଳାଙ୍କୁ ହତ୍ୟା ଘଟଣାକୁ ରବିବାର ୩ଦିନ ବିତିଛି। ହେଲେ ମହିଳାଙ୍କ ପରିଚୟ ମିଳୁ ନ ଥିବାରୁ ଅଭିଯୁକ୍ତଙ୍କୁ ଧରିବା ସରକାରୀ ରେଲ୍ୱେ ଥାନା ପୋଲିସ (ଜିଆର୍ପି) ପାଇଁ କଷ୍ଟସାଧ୍ୟ

Read Full Article

ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ : ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୩/୪: ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ୍ ଖେଳନ୍ତି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରୀ,

Read Full Article

ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

    ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୩/୪: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର‌୍ୟ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟିତ ହୋଇଛି। ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ

Read Full Article

ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀର ଶୁଭାରମ୍ଭ: ଉଦ୍‌ଘାଟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀର ଶୁଭାରମ୍ଭ: ଉଦ୍‌ଘାଟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର,୨୩/୪: ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀର ଶୁଭାରମ୍ଭ ହୋଇଛି। ଏହାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନ କରିଛନ୍ତି। ଭୁବନେଶ୍ୱରଠାରେ ଜି-୨୦ ‘ଶିକ୍ଷା ୱାର୍କିଂ ଗ୍ରୁପ୍’ର ତୃତୀୟ ବୈଠକର ଅବ୍ୟବହିତ ପୂର୍ବରୁ ଆଇଏମଏମଟି ପରିସରରେ ଆୟୋଜିତ ଜି-୨୦ ଭାରତ ‘ଭବିଷ୍ୟତର କାର୍ଯ୍ୟଶୈଳୀ

Read Full Article

ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

    ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ବର,୨୨/୪: ଦୁଇ ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ଦେଇଛି ବଡ଼ ଦାୟିତ୍ୱ। ତାଙ୍କୁ ରାଜ୍ୟ

Read Full Article

ଅଶାନ୍ତ ପୁଣି ବିଜେବି କଲେଜ, ୩ ଛାତ୍ରଙ୍କୁ ଗୋଡାଇ ଗୋଡାଇ ହାଣିଲେ ଅଣଛାତ୍ର

    ଅଶାନ୍ତ ପୁଣି ବିଜେବି କଲେଜ, ୩ ଛାତ୍ରଙ୍କୁ ଗୋଡାଇ ଗୋଡାଇ ହାଣିଲେ ଅଣଛାତ୍ର

ଭୁବନେଶ୍ବର,୨୨/୪: ରାଜ୍ୟର ରାଜଧାନୀ ଭୁବନେଶ୍ବରର ପୁରାତନ ଓ ପ୍ରତିଷ୍ଠିତ କଲେଜ ‘ବକ୍ସି ଜଗବନ୍ଧୁ ବିନାୟକ ସ୍ବୟଂଶାସିତ ମହାବିଦ୍ୟାଳୟ’ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି।ବିଜେବି କଲେଜ ପରିସରରେ

Read Full Article

ସହିଦ ଦେବାଶିଷଙ୍କୁ ଗାର୍ଡ ଅଫ ଅନର, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

    ସହିଦ ଦେବାଶିଷଙ୍କୁ ଗାର୍ଡ ଅଫ ଅନର, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ଭୁବନେଶ୍ବର/ପୁରୀ/ସାକ୍ଷୀଗୋପାଳ,୨୨/୪: ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଲାନ୍ସନାୟକ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର ଆଜି ସକାଳେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛି। ଏହାପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍

Read Full Article

ଏନ୍ଏଚ୍ ଡିଭିଜନ୍ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ, ବିଲ୍ ପାସ୍ ପାଇଁ ନେଉଥିଲେ ୨୭ ହଜାର ଟଙ୍କା

    ଏନ୍ଏଚ୍ ଡିଭିଜନ୍ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ, ବିଲ୍ ପାସ୍ ପାଇଁ ନେଉଥିଲେ ୨୭ ହଜାର ଟଙ୍କା

ଭୁବନେଶ୍ବର,୨୦/୪: ଲାଞ୍ଚ ନେଇ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଝାରସୁଗୁଡ଼ା ଏନଏଚ୍ ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଜୁକ୍ତା ସିଂହ ଜଣେ ଠିକାଦାରଙ୍କ

Read Full Article

ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ବଳାତ୍କାର

    ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ବର,୨୦/୪ : ଭଲ ଭାବେ ନ ଚିହ୍ନି ନ ଜାଣି ଜଣେ ଧୂର୍ତ୍ତକୁ ଟଙ୍କା ଧାର ଦେବା ଜଣେ ସରଳ ବିବାହିତା ମହିଳାଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ

Read Full Article

ଶୁକ୍ରବାରଠୁ ଖରା ଛୁଟି, ବନ୍ଦ ରହିବ ସମସ୍ତ ସରକାରୀ-ବେସରକାରୀ ସ୍କୁଲ

    ଶୁକ୍ରବାରଠୁ ଖରା ଛୁଟି, ବନ୍ଦ ରହିବ ସମସ୍ତ ସରକାରୀ-ବେସରକାରୀ ସ୍କୁଲ

ଭୁବନେଶ୍ବର,୨୦/୪: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ

Read Full Article

Archives

Calendar

January 2025
M T W T F S S
 12345
6789101112
13141516171819
20212223242526
2728293031