ଭୁବନେଶ୍ୱର ,୯/୨: ଆସନ୍ତାକାଲି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।ଗସ୍ତ ପୂର୍ବରୁ ଆଜି କାରକେଡ ରିହର୍ସାଲ କରିବ ପୁଲିସ। ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୁଲିସ ଫୋର୍ସ,୨ଶହରୁ
Tag "Bhubaneswar"
ଭୁବନେଶ୍ୱର,୮/୨: କଂଗ୍ରେସରେ ଯୋଗ ଦେଇପାରନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ। କଂଗ୍ରେସ ନେତା ଅମୀୟ ପାଣ୍ଡବ ଆଜି ଏ ନେଇ ସୋଶାଲ ମିଡିଆ ପେଜରେ ସୂଚନା ଦେବା ପରେ ଚର୍ଚ୍ଚା ଜୋର୍ ଧରିଛି। ଅମୀୟ ନିଜ ସୋସିଆଲ୍
ଭୁବନେଶ୍ବର,୮/୨: ଆଗାମୀ ୧୦ ଓ ୧୧ ତାରିଖ ଦିନ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ।ବ୍ଲୁ ବୁକ୍ ଆଧାରରେ ରାଷ୍ଟ୍ରପତିଙ୍କୁ ସୁରକ୍ଷା ଦିଆଯିବ।
ଭୁବନେଶ୍ୱର,୭/୨: ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଉନ୍ନତ ଚିକିତ୍ସା ଲାଗି ଦିଲ୍ଲୀ ନିଆଯାଇଛି। ଆଜି ସକାଳେ ଭୁବନେଶ୍ୱରର ବିମାନବନ୍ଦରରେ ପିଣ୍ଟୁ ନନ୍ଦ ପହଞ୍ଚିବା ପରେ ତାଙ୍କୁ ଦିଲ୍ଲୀକୁ ନିଆଯାଇଛି। ଦିଲ୍ଲୀରେ ଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିଆରି ସାଇନସେସ(ଓଖଈଝ) ହସପିଟାଲରେ
ଭୁବନେଶ୍ୱର,୬/୨:ଏବର୍ଷ ଜଙ୍ଗଲରେ ଅଧିକ ନିଆଁ ଲାଗିବା ଅଶଙ୍କା ରହିଛି। ବଢ଼ୁଥିବା ତାପମାତ୍ରା ଓ ଦୀର୍ଘଦିନ ହେବ ବର୍ଷା ହୋଇ ନ ଥିବାରୁ ଏଭଳି ମତ ପ୍ରକାଶ କରିଛନ୍ତି
ଭୁବନେଶ୍ୱର,୫/୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାର ଓ ପୁଲିସ ଡିଜିଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଭୁବନେଶ୍ବର,୩/୨ : ରେଳ ବଜେଟରେ ଓଡ଼ିଶାକୁ ୧୦୧୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଓଡ଼ିଶା ଯେତିକି ଦାବି କରିଥିଲା ତାଠାରୁ ଏହା ୧୯ ପ୍ରତିଶତ ଅଧିକ
ଭୁବନେଶ୍ବର,୨/୨: ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ
ଭୁବନେଶ୍ବର,୨/୨: ନିଶା ନିବାରଣ କେନ୍ଦ୍ରରେ ଅନ୍ତେବାସୀଙ୍କୁ ପିଟିପିଟି ଦରମରା କରିବା ପରେ ସର୍ବେଶ୍ୱର ବେହେରାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ