Indus Valley Times

Tag "Bhubaneswar"

ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ହେଲେ ବିମ୍ବାଧର ମୁଦୁଲି

ଭୁବନେଶ୍ୱର,୩୦/୧୨ :ଓଡ଼ିଶା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ଭାବେ କେନ୍ଦ୍ରାପଡା ଜିଲାର ସ୍ବାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ମନୋନୀତ ହୋଇଛନ୍ତି।ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ପରେ ରାଜ୍ୟ ସଭାପତି ପଦ ଖାଲି ରହିଥିଲା।ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ସମିତି

Read Full Article

ଭୁବନେଶ୍ବରରେ ସିରିଜ ଦୁର୍ଘଟଣା: ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି

ଭୁବନେଶ୍ୱର, ୨୮/୧୨: ଭୁବନେଶ୍ୱର ଜାଭିୟର ଛକରେ ରବିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍ ପଛକୁ ପଛ ପିକଅପ୍ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା

Read Full Article

ଟଙ୍କା ଠକେଇ: ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ

    ଟଙ୍କା ଠକେଇ: ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ

ଭୁବନେଶ୍ୱର, ୨୮/୧୨: ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚକୁ ଏକ ବଡ଼ ସଫଳତା ମିଳିଛି । ୧ କୋଟି ୩୮ ଲକ୍ଷ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦୁଇ ଜଣ ମାଆ ପୁଅଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ।ସେମାନେ ହେଲେ ମାଆ ନିଲମ ଅଗ୍ରୱାଲ ଓ

Read Full Article

ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮/୧୨: ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜ୍ୟ ସରକାର କ୍ଷତିପୂରଣ ପ୍ରଦାନ କରିବେ । ଧାନ ସହିତ ଅନ୍ୟାନ୍ୟ ଫସଲ ଯଥା ପାନବରଜ ଚାଷୀ, ପନିପରିବା ଚାଷୀଙ୍କୁ କ୍ଷତିପୂରଣ ମିଳିବ ।ଯେଉଁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି ସେମାନଙ୍କୁ ଯଥାଶୀଘ୍ର ଚିହ୍ନଟ

Read Full Article

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

    ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ୱର,୨୭/୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

Read Full Article

ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ

    ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ

ଭୁବନେଶ୍ୱର,୨୭/୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮

Read Full Article

ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ: ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ

Read Full Article

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

ଓଡ଼ିଶା,୨୬/୧୨ : ଛାତ୍ର ସଂସଦ ନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଏଥର ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ । ଆସନ୍ତା ଶିକ୍ଷା ବର୍ଷରୁ

Read Full Article

ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ କମିବାର ସମ୍ଭାବନା

    ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ କମିବାର ସମ୍ଭାବନା

ଓଡ଼ିଶା, ୨୬/୧୨ : ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି। ରାଜ୍ୟରେ ବର୍ଷା କମିଲେ କୁହୁଡି ଓ ଶୀତର ମାତ୍ରା ବଢିବାର ସମ୍ଭାବନା ମଧ୍ୟ

Read Full Article

ଚିଟ୍‌ଫଣ୍ଡରେ ଠକେଇର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ, ‘ପଇସା ଯୋଗାଡ଼ କରି ଦେଲି, ପରେ ଦେଖିଲା ବେଳକୁ ସଂସ୍ଥା ନାହିଁ’

    ଚିଟ୍‌ଫଣ୍ଡରେ ଠକେଇର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ, ‘ପଇସା ଯୋଗାଡ଼ କରି ଦେଲି, ପରେ ଦେଖିଲା ବେଳକୁ ସଂସ୍ଥା ନାହିଁ’

ଭୁବନେଶ୍ୱର, ୨୪/୧୨ : ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ ମଧ୍ୟ ଚିଟଫଣ୍ଡ ଠକେଇର ଶିକାର ହୋଇଛନ୍ତି । ଦୁଇ ଦୁଇ ଥର ଚିଟଫଣ୍ଡର ଶିକାର ହୋଇଥିଲେ ।

Read Full Article

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031