ଭୁବନେଶ୍ବର,୨୦/୧୨: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିଠାରେ ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର ୧୩ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି
Tag "Bhubaneswar"
ଭୁବନେଶ୍ବର,୨୦/୧୨: ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ ହୋଇଥିବା ଜଣାଯାଇଛି। ୫-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତ୍ତି ନେଇଛନ୍ତି । ୭ଦିନ ଭିତରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଛି।ଗ୍ରେଡ ପେ’ ଓ
ଭୁବନେଶ୍ବର,୨୦/୧୨: ଆଜି ପ୍ରତ୍ୟୁଷରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍ର ଅପରପାର୍ଶ୍ବରେ ଥିବା ଭେଣ୍ଡିଙ୍ଗ୍ ଜୋନ୍ରେ ଅଗ୍ନିକାଣ୍ଡ ଯୋଗୁଁ ଅନ୍ୟୂନ ୭ଟି ଦୋକାନ ପୋଡ଼ି ଭସ୍ମୀଭୁତ ହୋଇଯାଇଛି।ପ୍ରାପ୍ତ ସୂଚନା ଅନୁସାରେ, ଭୋର୍ ପ୍ରାୟ ୫ଟା ବେଳେ ଭେଣ୍ଡିଙ୍ଗ୍ ଜୋନ୍ରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ
ଭୁବନେଶ୍ୱର,୨୦/୧୨ : ଭୁବନେଶ୍ୱର ପଟିଆ ଷ୍ଟେସନ ନିକଟରୁ ଗତକାଲି ଅପହୃତ ହୋଇଥିବା ବର୍ଷକର ଶିଶୁ ଉଦ୍ଧାର ହୋଇଛି। ଶିଶୁଟି ଉଦ୍ଧାର ନେଇ ମଞ୍ଚେଶ୍ୱର ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି। ପାରିବାରିକ କଳହରୁ ଶିଶୁକୁ କେହି ସମ୍ପର୍କୀୟ ଅପହରଣ କରିନେଇଥିବା ପୁଲିସ ପକ୍ଷରୁ
ଭୁବନେଶ୍ୱର,୧୯/୧୨:ଆସନ୍ତାବର୍ଷ ଫେବୃୟାରୀ ମାସରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହେବ। ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଐତିହ୍ୟ କ୍ୟାବିନେଟ୍ ବୈଠକରେ
ଭୁବନେଶ୍ବର,୧୯/୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ମୟୂରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା
ଭୁବନେଶ୍ୱର,୧୯/୧୨ : ରାଜ୍ୟରେ ଜାରି ରହିଛି ଶୀତର ଲହରୀ। କିଛି ଦିନ ହେବ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଗତକାଲି ରାତିରେ ୧୦ ସହରର ତାପମାତ୍ରା
ଭୁବନେଶ୍ବର,୧୭/୧୨: ଓଡ଼ିଶାରେ ସନ୍ଦିଗ୍ଧ ଆତଙ୍କବାଦୀ ଘଟଣା ସଂପର୍କରେ ଅଧିକ ସୂଚନା ଦେଇଛନ୍ତି ଏସଟିଏଫ୍ ଏସପି କିଶୋର ପାଣିଗ୍ରାହୀ। ସେ କହିଛନ୍ତି, ଗିରଫ ଆତଙ୍କବାଦୀ ସୟଦ ଈଶାନ ବୁଖାରୀର
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପିତ, ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି
ଭୁବନେଶ୍ବର,୧୬/୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍ଘାଟନ