ଭୁବନେଶ୍ୱର,୨୦/୧୦: କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଚେତାବନୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ତାଗିଦ କରିଛନ୍ତି ମନ୍ତ୍ରୀ। ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବା ପାଇଁ ବିଭାଗକୁ
Tag "Bhubaneswar"
ଭୁବନେଶ୍ୱର, ୨୦/୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଛି ଏକ ବଡ ଖବର। ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟିହେବା ନେଇ ସୂଚନା ଦିଆଯାଇଛି। ଅକ୍ଟୋବର ୨୪ତାରିଖରେ ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଇଛି। ଭାରତୀୟ ପାଣିପାଗ
ଭୁବନେଶ୍ୱର,୨୦/୧୦ : ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।ଏହି କାର୍ଯ୍ୟକ୍ରମ ଉଭୟ କେନ୍ଦ୍ର
ଭୁବନେଶ୍ୱର,୧୯/୧୦ : ୨୦୨୨ ବର୍ଷର ଓଡ଼ିଶ। ଲୋକ ସେବ। ଆୟୋଗ ଦ୍ୱ।ର। ପରିଚ।ଳିତ ଓଏଏସ୍ ଫଳ।ଫଳ ପ୍ରକ।ଶ ପ।ଇଛି । ମୋଟ୍ ୬୮୩ ଜଣ ପରୀକ୍ଷ।ର୍ଥୀ କୃତକ।ଣðý ହୋଇଛନ୍ତି । ଶ୍ୱେତ।ଶ୍ରୀ ମହ।ପ।ତ୍ର ଓଏଏସ୍ ପ୍ରଥମ ସ୍ଥ।ନ ଅଧିକ।ର କରିଛନ୍ତି ।ସେହିପରି
ଭୁବନେଶ୍ୱର,୧୮/୧୦: ବିଜେଡିର ଆୟୁଷ ବହୁତ କମ୍। ବିଜେଡି ଭାଙ୍ଗି ଛିନ୍ଛତ୍ର ହୋଇଯିବ। ଖୁବ୍ ଶୀଘ୍ର ସେହି ଅବସ୍ଥା ହେଖିବାକୁ ମିଳିବ। କାରଣ ବିଜେଡି ପାଖରେ ଆଉ ନେତୃତ୍ୱ
ଭୁବନେଶ୍ୱର, ୧୮/୧୦ : ରାଜଧାନୀର ବିଚ୍ ରାସ୍ତାରେ ଭାରତୀୟ କୋଷ୍ଟଗାର୍ଡ ଡିଆଇଜିଙ୍କୁ ଦୁର୍ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଖୋଦ କୋଷ୍ଟଗାର୍ଡ ଡିଆଇଜି ଏସ୍.ଆର୍. ଦାସ
ଭୁବନେଶ୍ୱର,୧୭/୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ
ଭୁବନେଶ୍ୱର, ୧୫/୧୦ : ଧାନ କିଣିବା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ମଣ୍ଡି ଦାୟିତ୍ୱରେ ରହିବେ ମନ୍ତ୍ରୀ । ପ୍ରତି ମଣ୍ଡିରେ ରହିବେ
ଭୁବନେଶ୍ୱର,୧୫/୧୦: ଏମ୍ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ






