ଭୁବନେଶ୍ୱର,୧୩/୬: ରାଜ୍ୟରେ କ୍ଷମତାକୁ ଆସିବା ପରେ ୫ଟି ଓ ମୋ ସରକାର ବନ୍ଦ କରିଛନ୍ତି ଭାଜପା ସରକାର। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ କୁହାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସଚିବଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।ଓଡ଼ିଶାରେ