ବରଗଡ଼,୨୮/୮: ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍କୁ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି