ନୂଆଦିଲ୍ଲୀ,୪/୧୨: ବର୍ତ୍ତମାନ ବଙ୍ଗୋପସାଗରରଦେଇ ଗତି କରୁଥିବା ଏବଂ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇଥିବା ସାମୁଦ୍ରିକ ବାତ୍ୟା ‘ମିଗ୍ଜୋମ୍’ ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍, ନାଗାପାଟ୍ଟିନମ୍ ଏବଂ କୁଡାଲୋର