ଭୁବନେଶ୍ୱର,୧୪/୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି।
Tag "CM Naveen Patnaik"
ଭୁବନେଶ୍ୱର,୩/୧: ନର୍ସିଂ,ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ବିଚାରକୁ
ଭୁବନେଶ୍ବର,୧/୧: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପିତ, ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି
ଭୁବନେଶ୍ବର,୧୬/୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍ଘାଟନ
ଭୁବନେଶ୍ବର,୧୪/୧୨: ବିଜୁ ଜନତା ଦଳ (ବିଜେଡି) ଆସନ୍ତା ୨୬ ତାରିଖରେ ୨୬ ବର୍ଷ ପୂରଣ କରି ୨୭ ବର୍ଷରେ ପାଦ ଥାପିବ। ୨୭ତମ ପ୍ରତିଷ୍ଠା ଦିବସ ଅବସରରେ
ଭୁବନେଶ୍ବର/ଘଟଗାଁ,୧/୧୨: ଘଟଗାଁ ଦୁର୍ଘଟଣାରେ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମାଲକାନଗିରି/ଭୁବନେଶ୍ବର,୨୫/୧୧: ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା
ଭୁବନେଶ୍ବର,୧୮/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦
ଭୁବନେଶ୍ବର,୧୭/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି