ବାଲେଶ୍ବର, ୨୨/୬: ବାଲେଶ୍ବର ସହରରେ ଆଜି ସକାଳୁ ଜନଜୀବନ ସ୍ବାଭାବିକ ହୋଇଛି। ସକାଳେ ଦୋକାନବଜାର ଖୋଲିଛି। ହାଟବଜାରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ସକାଳ ୫ରୁ ଦିନ ୨ଟା ଯାଏ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଥିବା ହେତୁ ଏଭଳି ଦୃଶ୍ୟ