ଭୁବନେଶ୍ୱର,୯/୭ : ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ
Tag "dengu cases in odisha"
ଭୁବନେଶ୍ୱର,୧୨/୯: ରାଜ୍ୟରେ ଏବେ ପ୍ରତିଦିନ ୨୦୦ ରୁ ୨୫୦ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ଡେଙ୍ଗୁ ବଂଶ ବିସ୍ତାର ପାଇଁ ବର୍ତ୍ତମାନ ପାଣିପାଗ ଅନୁକୂଳ ଅଛି। ବର୍ଷା ନ ଛାଡ଼ିବା ଯାଏଁ ରୋଗ କମିବ ନାହିଁ ବୋଲି କହିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ