ଧର୍ମଶାଳା,୧୯/୬: ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ।ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ଜିଲାପାଳ କହିଛନ୍ତି।ସୂଚନାଥାଉକି,