ଭୁବନେଶ୍ବର, ୧୧/୪: ଆନନ୍ଦ ଉତ୍ସାହର ସହ ଆଜି ପାଳିତ ହେବ ଇଦ୍-ଉଲ-ଫିତର। କଟକସ୍ଥିତ ଅଞ୍ଜୁମନ ଇସଲାମିୟା ଚାନ୍ଦ କମିଟି ଆଜି ଇଦ୍ ପାଳନ ପାଇଁ ନିଷ୍ପତ୍ତି ନେଇଥିଲା।ଇଦ୍ ନେଇ ଭାଇଚାରର ସହର କଟକରେ ଇସଲାମ ଧର୍ମାବଲମ୍ବୀଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ