ଭୁବନେଶ୍ବର, ୧୩/୨: ଗ୍ରୀଷ୍ମଋତୁର ଆଗମନ ପୂର୍ବରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି। ଗ୍ରୀଷ୍ମଦିନରେ ଏସି ଓ କୁଲରର ବ୍ୟବହାର ଯୋଗୁଁ ବିଦ୍ୟୁତ୍ ବିଲ୍ ଅଧିକ ଆସିବାନେଇ ଚିନ୍ତାରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟରି କମିସନ (ଓଇଆରସି)