ଆନ୍ଧ୍ର ପ୍ରଦେଶ,୧୦/୯ : ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନି। ତାଙ୍କୁ ଦୁର୍ନୀତି ନିରୋଧ ବ୍ୟୁରୋ (ଏସିବି)ର ଗୋଟିଏ କୋର୍ଟ ୧୪ ଦିନ ପାଇଁ ନ୍ୟାୟିକ ରିମାଣ୍ଡରେ ପଠାଇ