Indus Valley Times

Tag "EX SPEAKER SURYA NARAYAN PATRA PASSES AWAY"

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

    ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୨/୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ଆଜି ପରଲୋକ ହୋଇଯାଇଛି।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ ।

Read Full Article

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30