ଭୁବନେଶ୍ବର,୧୫/୫: ଝାରସୁଗୁଡ଼ା ବିଧାୟିକା ଭାବେ ନବନିର୍ବାଚିତା ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି।ଏହି ଅବସରରେ କେତେକ
Tag "jharsuguda by election"
ଭୁବନେଶ୍ବର,୧୩/୫: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ
ଝାରସୁଗୁଡ଼ା,୧୩/୫: ଝାରସୁଗୁଡ଼ା ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ
ଭୁବନେଶ୍ବର/ଝାରସୁଗୁଡ଼ା,୧୦/୫: ଆଜି ପୂର୍ବାହ୍ନ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ୨୦.୩୮ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଝାରସୁଗୁଡ଼ାରେ ଶାନ୍ତିଶୃଙ୍ଖଳାର ସହ ମତଦାନ ପ୍ରକ୍ରିୟା ଚାଲିଥିବା ସେ
ଝାରସୁଗୁଡ଼ା,୧୦/୫ : ଝାରସୁଗୁଡ଼ା ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ
ଝାରସୁଗୁଡ଼ା,୭/୫: ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର କରିଛନ୍ତି, ତାହା ଆପଣମାନେ ଜାଣିଛନ୍ତି। ନବ କିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ମଧ୍ୟ
ଭୁବନେଶ୍ବର,୬/୫: ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ବିଶେଷ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମ ଥର ପାଇଁ ସବୁ
ଭୁବନେଶ୍ବର,୬/୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର ଲାଗି
ଝାରସୁଗୁଡା,୧୮/୪ : ଝାରସୁଗୁଡା ଝାରସୁଗୁଡା ଉପନିର୍ବାଚନ ଲଢ଼େଇ ରୋଚକ ମୋଡ଼ରେ ପହଞ୍ଚିଛି। ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ପୂର୍ବାହ୍ନ
ଭୁବନେଶ୍ବର,୭/୪: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡି। ୪ ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ୧୨ ବରିଷ୍ଠ ନେତା