Indus Valley Times

Tag "jharsuguda recorded 43.6 degree"

ପ୍ରଚଣ୍ଡ ତାତି ଜାରି, ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା

    ପ୍ରଚଣ୍ଡ ତାତି ଜାରି, ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ବର, ୨୫/୪: ଆଜି ଦିନ ତମାମ ରାଜ୍ୟବାସୀ ତତଲା ଖରା ଓ ଝାଞ୍ଜିରେ ଭାଜି ହୋଇଛନ୍ତି। ଅପରାହ୍ଣ ୨ଟା ୩୦ରେ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଭୂତ ହୋଇଛି।ଏଥିରେ ଝାରସୁଗୁଡ଼ା ସର୍ବାଧିକ ରହିଛି। ଝାରସୁଗୁଡ଼ାବାସୀ ଦିନ ୨ଟା ୩୦ରେ ୪୩.୬ ଡିଗ୍ରିରେ ସିଝିଛନ୍ତି।

Read Full Article

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031