ଭୁବନେଶ୍ଵର,୨୦/୯: ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ