ଭୁବନେଶ୍ବର,୨୯/୭ : ବଙ୍ଗୋପସାଗରରେ ଲଗାତାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ଲାଗିଛି । କିଛି ଦିନ ତଳେ ସୃଷ୍ଟ ଲଘୁଚାପ ରାଜ୍ୟରେ ଭଲ ବର୍ଷା କରାଇ ଦୁର୍ବଳ ହେବା ପରେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି ।ଏହି ଲଘୁଚାପ
Tag "low pressure rain odisha"
ଭୁବନେଶ୍ବର, ୨୪/୭: ସୋମବାର ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍ ୨୫ ତାରିଖ ଆଡ଼କୁ ସେହି ସମାନ ଅଞ୍ଚଳରେ ଏକ ଲଘୁଚାପ
ଭୁବନେଶ୍ୱର, ୨୯/୪: ତତଲା କରେଇରେ ଭାଜି ହେଉଛି ପୂରା ଓଡ଼ିଶା। ଅଧିକାଂଶ ପ୍ରମୁଖ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତ୍ରାହି ତ୍ରାହି ଡାକୁଛନ୍ତି ସାଧାରଣ ଲୋକ।ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବନି। ହେଲେ