ଫୁଲବାଣୀ, ୯/୩: ପଡ଼ୋଶୀ ଛତିଶଗଡ଼ ପରେ ଏବେ ଓଡ଼ିଶାରେ ଲାଲ ଆତଙ୍କ। ଫୁଲବାଣୀରେ ମାତିଲେ ମାଓବାଦୀ। ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।ସଲାଗୁଡ଼ା ପଞ୍ଚାୟତ କୁସେରି ଗାଁରେ ମାଓବାଦୀମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି। ସ୍ୱାମୀ ଦାହିରା