ଭୁବନେଶ୍ୱର,୨୬/୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର