ଭୁବନେଶ୍ୱର,୧୨/୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ୟ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ