ଭୁବନେଶ୍ବର, ୧୮/୨: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା