କଟକ,୪/୮ : ଉପର ମୁଣ୍ଡରେ ବର୍ଷା ହେବା ଯୋଗୁ ହୀରାକୁଦ ଡ୍ୟାମ ମଧ୍ୟକୁ ଜଳ ପ୍ରବେଶର ପରିମାଣ ବଢୁଛି। ଫଳରେ ଡ୍ୟାମର ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପକ୍ଷରେ କଟକର ମୁଣ୍ଡଳିଠାରେ ଜଳସ୍ତର କମୁଛି।ହୀରାକୁଦ ଡ୍ୟାମର ୨ଟି ଗେଟ୍ ଖୋଲା
Tag "mundali"
କଟକ,୩/୮: ଉପରମୁଣ୍ଡରେ ଲଗାଣ ବର୍ଷା ହେତୁ ମହାନଦୀରେ ବଢୁଛି ବନ୍ୟାଜଳ ପ୍ରବାହ। କଟକ ମୁଣ୍ଡୁଳିଠାରେ ଜଳସ୍ତର ବଢ଼ୁଥିବାରୁ ମହାନଦୀ ସିଷ୍ଟମରେ ଛୋଟ ଧରଣର ବନ୍ୟା ସମ୍ଭାବନା ଥିବା ନେଇ ଅନୁମାନ କରାଯାଇଛି।ବନ୍ୟା ସ୍ଥିତି ମୁକାବିଲା ପାଇଁ ଆଜି ସକାଳୁ SRCଗୁରୁତ୍ୱପୂର୍ଣ୍ଣ ବୈଠକ