ପୁରୀ,୧୯/୬ : ଅଣସର ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆହୋଇ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି । ପ୍ରଥମେ ପରିମାଣିକ ଟିକେଟଧାରୀ ଦର୍ଶନ କରୁଛନ୍ତି। ଏହାପରେ ୯ଟାରୁ ଦୁଇ ଘଣ୍ଟା