ଭୁବନେଶ୍ବର, ୪/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରରେ ପୁଣି ଏକ ବଦଳି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଧିକାରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗକୁ ଫେରାଇ ଦିଆଯାଇଛି।ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିଲେ