ଭୁବନେଶ୍ୱର,୨୩/୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି।ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍ସିଂହପୁର